1 Corinthians 15:12 — Compare Translations

7 translations compared side by side

Odia - 1840
"ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେଥିଲେ, ଏହା ପ୍ରଚାରିତ ହାଇେଛି, ତା' ହେଲେ ତୁମ୍ଭମାନଙ୍କ ମଧ୍ଯରୁ କେତଜେଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ଯୁରୁ ଉତ୍ଥିତ ହାଇପୋରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ, ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି - ଏହା ହିଁ ଆମ ପ୍ରଚାରର ବିଷୟବସ୍ତୁ। ତଥାପି ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି କିପରି କହୁଛ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ମୃତ୍ୟୁରୁ ପୁନର୍ଜୀବିତ ହେବା ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇଥିଲେ, ଏହା ପ୍ରଗ୍ଭରିତ ହୋଇଛି, ତା’ହେଲେ ତୁମ୍ଭମାନଙ୍କ ମଧ୍ୟରୁ କେତେଜଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಎಕ್ ಸಾಂಗಾ, ಕ್ರಿಸ್ತಾಕ್ ಮರಲ್ಲ್ಯಾತ್ಲೊ ಝಿತ್ತೊ ಕರುನ್ ಉಟ್ವಲ್ಲೆ ಹಾಯ್ ಮನುನ್ ಅಮಿ ಪರ್ಗಟ್ ಕರ್ತಾಂವ್ ಅಶೆ ಹೊಲ್ಯಾರ್, ತುಮ್ಚ್ಯಾತ್ಲಿ ಉಲ್ಲಿ ಲೊಕಾ ಮರಲ್ಲ್ಯಾಂಚೆ ಝಿತ್ತೆ ಹೊವ್ನ್ ಉಟ್ನೆ ನಾ ಮನುನ್ ಕಶ್ಯಾಕ್ ಮನ್ತ್ಯಾತ್?