1 Corinthians 15:13 — Compare Translations

7 translations compared side by side

Odia - 1840
"ଯଦି ଲୋକମାନେ ମୃତ୍ଯୁରୁ ଉଥିତ ହବେେ ନାହିଁ, ତା' ହେଲେ ଖ୍ରୀଷ୍ଟ ମଧ୍ଯ ମୃତ୍ଯୁରୁ ଉତ୍ଥିତ ହାଇେ ନାହାଁନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତମାନଙ୍କର ପୁନରୁତ୍ଥାନ ନ ହେଲେ, ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହୋଇ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଲୋକମାନେ ମୃତ୍ୟୁରୁ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ ଖ୍ରୀଷ୍ଟ ମଧ୍ୟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାଁନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಲ್ಲ್ಯಾಂಚೆ ಝಿತ್ತೆ ಹೊವ್ನ್ ಉಟ್ನೆ ನಾ ಮಟ್ಲ್ಯಾರ್ ಕ್ರಿಸ್ತಾಕ್ಬಿ ಝಿತ್ತೊ ಕರುನ್ ಉಟ್ವುನ್ ಹೊವ್ಕ್ ನಾ;