1 Corinthians 15:18 — Compare Translations
7 translations compared side by side
Odia - 1840
"ପୁଣି ଖ୍ରୀଷ୍ଟଙ୍କଠା ରେ ଥାଉ ଯେଉଁମାନେ ମରିଛନ୍ତି, ସମାନେେ ମଧ୍ଯ ବିନଷ୍ଟ ହାଇେ ଯାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଏହାର ଅର୍ଥ ହେବ ଯେ, ମୃତ୍ୟୁଭୋଗ କରିଥିବା ଖ୍ରୀଷ୍ଟବିଶ୍ୱାସୀମାନେ ମଧ୍ୟ ବିନଷ୍ଟ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଖ୍ରୀଷ୍ଟଙ୍କଠାରେ ଥାଉ ଯେଉଁମାନେ ମରିଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇ ଯାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆಚ್ ನ್ಹಯ್, ಕ್ರಿಸ್ತಾತ್ ಮರಲ್ಲೆ ಸಗ್ಳೆ ಜಾನಾ ನಾಸ್ ಹೊವ್ನ್ ಗೆಲ್ಯಾತ್ ಮನುನ್ ಹೊಲೆ.