1 Corinthians 15:20 — Compare Translations

7 translations compared side by side

Odia - 1840
"କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ବାସୀମାନଙ୍କ ମଧ୍ଯରୁ ଉଥିତ ପ୍ରଥମ ଫଳ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ଵରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବାସ୍ତବରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ପୁନରୁତ୍ଥାନର ନିଶ୍ଚିତତା ଦେଖାଇବା ପାଇଁ ସେମାନଙ୍କ ମଧ୍ୟରୁ ନିଜେ ସର୍ବପ୍ରଥମେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉ‌ତ୍‌‌ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉ‌ତ୍‌‌ଥିତ ପ୍ରଥମ ଫଳ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಕ್ರಿಸ್ತಾಕ್ ಮರಲ್ಲ್ಯಾತ್ನಾ ಝಿತ್ತೊ ಕರುನ್ ಉಟ್ವಲ್ಲೆ ಖರೆ ಹಾಯ್; ಮರಲ್ಲ್ಯಾಕ್ನಿ ಮರಲ್ಲ್ಯಾತ್ನಾ ಝಿತ್ತೆ ಕರುನ್ ಉಟ್ವುಲ್ಯಾಕ್ ಹೆ ಎಕ್ ಖಾತ್ರಿ ಹೊವ್ನ್ ಹಾಯ್.