1 Corinthians 15:22 — Compare Translations
7 translations compared side by side
Odia - 1840
"ଆଦମ ଯୋଗୁ ସମସ୍ତ ଲୋକ ମୃତ୍ଯୁ ଭୋଗ କରନ୍ତି, ସହେି ଭଳି ଖ୍ରୀଷ୍ଟଙ୍କ ୟୋଗୁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଦମଙ୍କ ସହିତ ସମ୍ପର୍କ ଥିବାରୁ ପ୍ରତ୍ୟେକ ମନୁଷ୍ୟ ମୃତ୍ୟୁଭୋଗ କଲା ପରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ପ୍ରତ୍ୟେକେ ପୁନର୍ଜୀବନ ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಆದಾಮಾಚ್ಯಾ ವೈನಾ ಸಗ್ಳೆ ಜಾನಾ ಮರ್ತ್ಯಾತ್, ತಶೆ ಕ್ರಿಸ್ತಾಚ್ಯಾ ವೈನಾ ಸಗ್ಳ್ಯಾಕ್ನಿ ಝಿತ್ತೆ ಕರುನ್ ಉಟ್ವುನ್ ಹೊತಾ.