1 Corinthians 15:23 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରେତ୍ୟକକ ଲୋକ କ୍ରମାନୁସା ରେ ପୁନଃ ଜୀବିତ ହବେେ। ପ୍ରଥମ ଫଳ ସ୍ବରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁଥିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରତ୍ୟେକେ ନିରୂପିତ ସମୟରେ ପୁନରୁତ୍ôଥତ ହେବେ। ସର୍ବପ୍ରଥମେ ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। ତେଣୁ ତାଙ୍କର ଆଗମନ ସମୟରେ ତାଙ୍କ ଆଶ୍ରିତ ଲୋକମାନେ ପ୍ରଥମେ କାହିଁକି ଜୀବିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା’ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁତ୍ଥିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹರಿ ಎಕ್ಲ್ಯಾಕ್ ತೆಂಚ್ಯಾ-ತೆಂಚ್ಯಾ ಪಾಳಿ ಪರ್ಕಾರ್ ಸಗ್ಳ್ಯಾಕ್ನಿ ಎಕ್ ಜಾಮಿನ್ ಸರ್ಕೆ ಕ್ರಿಸ್ತಾಕ್; ಅನಿ ಮಾನಾ ಕ್ರಿಸ್ತ್ ಯೆತಲ್ಯಾ ಎಳಾರ್, ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಹೊತ್ತ್ಯಾ ಸಗ್ಳ್ಯಾಕ್ನಿ ಝಿತ್ತೆ ಕರುನ್ ಉಟ್ವುನ್ ಹೊತಾ.