1 Corinthians 15:24 — Compare Translations

7 translations compared side by side

Odia - 1840
"ତା'ପରେ ୟୁଗାନ୍ତ ହବେ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ବରଙ୍କ ରାଜତ୍ବ ସମର୍ପଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଯୁଗା; ଉପସ୍ଥିତ ହେବ, ସେସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ଵରଙ୍କୁ ରାଜତ୍ଵ ସମର୍ପଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୁଗାନ୍ତ ହେବ। ଖ୍ରୀଷ୍ଟ ସମସ୍ତ କର୍ତ୍ତୃତ୍ୱ, କ୍ଷମତା ଓ ପରାକ୍ରମର ସମାପ୍ତି ଘଟାଇ ପିତା ଈଶ୍ୱରଙ୍କୁ ରାଜ୍ୟ ସମର୍ପଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୁଗାନ୍ତ ହେବ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ୱରଙ୍କ ରାଜତ୍ୱ ସମର୍ପଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಆಕ್ರಿಚೊ ಎಳ್ ಯೆತಾ ತನ್ನಾ ತೊ ಸಗ್ಳಿ ರಾಜ್ವಟ್ಕಿ, ಅಧಿಕಾರ್ ಅನಿ ಪದ್ವಿ ನಾಸ್ ಕರ್‍ತಾ ಅನಿ ಅಪ್ನಾಚೊ ರಾಜ್ ದೆವಾ ಬಾಬಾಚ್ಯಾ ತಾಬೆತ್ ಒಪಸ್ತಾ.