1 Corinthians 15:25 — Compare Translations
7 translations compared side by side
Odia - 1840
"କିନ୍ତୁ ଯେତେ ଦିନ ପର୍ୟ୍ଯନ୍ତ ପରମେଶ୍ବର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, େସତଦେିନ ପର୍ୟ୍ଯନ୍ତ ଖ୍ରୀଷ୍ଟ ରାଜତ୍ବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ଵ କରିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସମସ୍ତ ଶତ୍ରୁଙ୍କୁ ପରାସ୍ତ କରି ଖ୍ରୀଷ୍ଟଙ୍କ ପଦଦଳିତ କରିବା ପର୍ଯ୍ୟନ୍ତ, ଖ୍ରୀଷ୍ଟ ରାଜତ୍ୱ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ತೆಚ್ಯಾ ದುಸ್ಮಾನಾಕ್ನಿ ತೆಚ್ಯಾ ಪಾಯಾಂಚ್ಯಾ ಬುಡಿ ಘಾಲಿ ಪತರ್ ಕ್ರಿಸ್ತಾನ್ ರಾಜ್ವಟ್ಕಿ ಚಾಲ್ವುತಲಿ ಗರಜ್ ಹಾಯ್.