1 Corinthians 15:27 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କୁ ହେ: ପରମେଶ୍ବର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି। ଯେତବେେଳେ ଏହା କୁ ହେ ଯେ, ସେ ସମସ୍ତ ବିଷୟ ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ବର ନିଜେ ପ୍ରେତ୍ୟକକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସହେି ସବୁ ରେ ପରମେଶ୍ବର ଅନ୍ତର୍ଗତ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ । ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହିସବୁର ଅନ୍ତର୍ଗତ ନୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ଅଧୀନ କରିବେ।” ଅବଶ୍ୟ ଈଶ୍ୱର ଏହି ‘ସମସ୍ତ ବିଷୟ’ର ଅନ୍ତର୍ଭୁକ୍ତ ନୁହନ୍ତି, ଯେହେତୁ ସେ ସମସ୍ତ ବିଷୟକୁ ଖ୍ରୀଷ୍ଟଙ୍କ ଅଧୀନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ପରମେଶ୍ୱର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି।” ଯେତେବେଳେ ଏହା କୁହେ ଯେ, ସେ “ସମସ୍ତ ବିଷୟ” ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ୱର ନିଜେ ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସେହିସବୁରେ ପରମେଶ୍ୱର ଅନ୍ତର୍ଗତ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾನ್ ಸಗ್ಳಿ ಜಿನ್ಸಾ ತೆಚ್ಯಾ ಪಾಯಾಂಚ್ಯಾ ಬುಡಿ ಘಾಟಲ್ಲಿ ಹಾತ್. ಮನುನ್ ಪವಿತ್ರ್ ಪುಸ್ತಕ್ ಮನ್ತಾ. ಸಗ್ಳಿ ಜಿನ್ಸಾ ಮನ್ತಾನಾ ಸಗ್ಳಿ ಜಿನ್ಸಾ ರಚುನ್ ಕ್ರಿಸ್ತಾಚ್ಯಾ ಖಾಲ್ತಿ ರ್ಹಾಯ್ ಸರ್ಕೆ ಕರಲ್ಲೊ ದೆವ್ ಖಾಲ್ತಿ ಹೊತಾ ಮನುನ್ ನ್ಹಯ್.