1 Corinthians 15:28 — Compare Translations

7 translations compared side by side

Odia - 1840
"ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତା ରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ଯ ପରମେଶ୍ବରଙ୍କ ବଶୀଭୂତ ହବେେ। ଯେଉଁ ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସହେି ଖ୍ରୀଷ୍ଟ ପରମେଶ୍ବରଙ୍କ ବଶୀଭୂତ ହବେେ ଓ ଏହିଭଳି ପ୍ରେତ୍ୟକକ ବିଷୟ ଉପରେ ପରମେଶ୍ବର ଶାସନ ପ୍ରତିଷ୍ଠିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ଵୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ଵର ସର୍ବେସର୍ବା ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଚରାଚର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ଶାସନାଧୀନ ହେବା ପରେ, ସେ ନିଜେ ପିତା ଈଶ୍ୱରଙ୍କ ଅଧୀନ ହେବେ ଏବଂ ସମଗ୍ର ବିଶ୍ୱ ଉପରେ ଈଶ୍ୱରଙ୍କ ରାଜତ୍ୱ ସମ୍ପୂର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಬದ್ಲಾಕ್, ಸಗ್ಳಿ ಜಿನ್ಸಾ ಕ್ರಿಸ್ತಾಕ್ ಖಾಲ್ತಿ ಹೊಯ್ ಸರ್ಕೆ ಕರುನ್ ಹೊಲ್ಲ್ಯಾಚ್ಯಾ ಮಾನಾ ಲೆಕುಚ್ ಸಗ್ಳಿ ಜಿನ್ಸಾ ಅಪ್ನಾಚ್ಯಾ ಹಾತಾ ಖಾಲ್ತಿ ದಿಲ್ಲ್ಯಾ ದೆವಾಕ್ ಖಾಲ್ತಿ ಹೊತಾ; ಅಶೆ ದೆವುಚ್ ಸಗ್ಳ್ಯಾಂಚ್ಯಾ ವರ್‍ತಿ ಅಪ್ನಾಚಿ ಸಗ್ಳಿ ಪದ್ವಿ ಚಾಲ್ವುತಾ.