1 Corinthians 15:29 — Compare Translations

7 translations compared side by side

Odia - 1840
"ଯଦି ଲୋକମାନେ ମୃତ୍ଯୁରୁ ଆଦୌ ଉଥିତ ହବେେ ନାହିଁ, ତା' ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହାଇେଛନ୍ତି, ସମାନେେ କ'ଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ହବେେ ନାହିଁ, ତା' ହେଲେ କାହିଁକି ସମାନଙ୍କେ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତମାନଙ୍କ ପାଇଁ ଯେଉଁମାନେ ଜଳଦୀକ୍ଷା ଗ୍ରହଣ କରନ୍ତି, ସେମାନଙ୍କ ବିଷୟରେ କ’ଣ କହିବା? କେତେକଙ୍କର ମତ ଅନୁଯାୟୀ, ଯଦି ମୃତମାନେ ପୁନରୁତ୍ଥିତ ହୁଅନ୍ତି ନାହିଁ, ସେମାନଙ୍କ ନିମନ୍ତେ ଅନ୍ୟମାନଙ୍କୁ କାହିଁକି ଜଳଦୀକ୍ଷା ଦିଆଯାଏ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଲୋକମାନେ ମୃତ୍ୟୁରୁ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହୋଇଛନ୍ତି, ସେମାନେ କ’ଣ କରିବେ? ଯଦି ମୃତମାନେ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ କାହିଁକି ସେମାନଙ୍କ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କ'ଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಲ್ಲ್ಯಾಂಚೆ ಝಿತ್ತೆ ಹೊವ್ನ್ ಉಟ್ತಲೆ ನಾ ಹೊಲ್ಯಾರ್, ಮರಲ್ಲ್ಯಾಂಚ್ಯಾಸಾಟ್ನಿ ಬಾಲ್ತಿಮ್ ಘೆತ್ಯಾತ್ ಕಿ, ತೆ ಕಾಯ್ ಕಾಮಾಕ್? ಮರಲ್ಲೆ ಝಿತ್ತೆ ಹೊವ್ನ್ ಉಟಿನಾತ್ ಹೊಲ್ಯಾರ್, ಲೊಕಾ ತೆಂಚೆಸಾಟ್ನಿ ಕಸ್ಲ್ಯಾ ಫಾಯ್ದ್ಯಾಸಾಟ್ನಿ ಬಾಲ್ತಿಮ್ ಘೆತ್ಯಾತ್?