1 Corinthians 15:31 — Compare Translations

7 translations compared side by side

Odia - 1840
"ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଠା ରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଆମ୍ଭମାନଙ୍କର ଜୀବନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଥିବାରୁ, ତୁମ୍ଭମାନଙ୍କ ପାଇଁ ମୋର ଯେଉଁ ଗର୍ବ, ତାହାରି ଦୁହାଇ ଦେଇ କହୁଛି, ମୁଁ ପ୍ରତିଦିନ ମୃତ୍ୟୁ ମୁଖରେ ପତିତ ହେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ದಿಸಾನ್ ದಿಸ್ ಮಿಯಾ ಮಾಕಾಚ್ ಮರ್ನಾಚ್ಯಾ ಅಪಾಯಾತ್ ಘಾಲ್ತಾ ಅನಿ ಜೆಜು ಕ್ರಿಸ್ತಾ ಅಮ್ಚ್ಯಾ ಧನಿಯಾಚ್ಯಾ ವೈನಾ ತುಮ್ಚ್ಯಾ ವಿಶಯಾತ್ ಮಾಕಾ ಅಭಿಮಾನ್ ಹೊತಾ. ತಸೆ ಮನುನ್ ಮಿಯಾ ಹೆ ಘಟ್‍ಪಾನಾನ್ ಸಾಂಗುಕ್ ಲಾಗ್ಲಾ.