1 Corinthians 15:33 — Compare Translations
7 translations compared side by side
Odia - 1840
"ମୂର୍ଖଙ୍କ ଭଳି ଆଚରଣ କର ନାହିଁ। ମନ୍ଦ ସଙ୍ଗୀମାନେ ଭଲ ଅଭ୍ଯାସଗୁଡ଼ିକୁ ନଷ୍ଟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପ୍ରତାରିତ ହୁଅ ନାହିଁ - “କୁସଂସର୍ଗରେ ସତ୍ଚରିତ୍ର ନଷ୍ଟ ହୁଏ।”
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖଙ୍କ ଭଳି ଆଚରଣ କର ନାହିଁ। “ମନ୍ଦ ସଙ୍ଗୀମାନେ ଭଲ ଅଭ୍ୟାସଗୁଡ଼ିକୁ ନଷ୍ଟ କରିଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
Odia IRV 2017 (ଓଡିଆ ବାଇବେଲ)
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಸುನ್ ಪಡುನಕಾಶಿ; “ಬುರ್ಶ್ಯಾ ವಾಂಗ್ಡಿಯಾಂಚ್ಯಾ ವೈನಾ ಬರಿ ಚಾಲ್ ಬುರ್ಶಿ ಹೊತಾ.”