1 Corinthians 15:34 — Compare Translations
7 translations compared side by side
Odia - 1840
"ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ଯରୁ କେତକେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦବୋ ପାଇଁ ଏକଥା ମୁଁ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସଂଯତ ହୁଅ, ପାପ କର ନାହିଁ। ତୁମ୍ଭମାନଙ୍କ ପକ୍ଷରେ ଗୋଟିଏ ଲଜ୍ଜାଜନକ ବିଷୟ ଏଠାରେ କହି ରଖୁଛି - ତୁମ୍ଭମାନଙ୍କ ମଧ୍ୟରୁ କେତେକେ ଈଶ୍ୱରଙ୍କୁ ଜାଣି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ୟରୁ କେତେକ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏ କଥା ମୁଁ କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘುಂಗೆತ್ನಾ ಉಟಾ ಅನಿ ಪಾಪ್ ಕರ್ತಲೆ ಸೊಡಾ. ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾ ಲೊಕಾಕ್ನಿ ದೆವಾಚಿ ವಳಕುಚ್ ನಾ. ತುಮ್ಕಾ ಲಜ್ಜಾ ಕರುಕ್ ಪಾಜೆ ಮನುನ್ ಮಿಯಾ ಹೆ ಸಾಂಗ್ತಾ.