1 Corinthians 15:35 — Compare Translations
7 translations compared side by side
Odia - 1840
"କିନ୍ତୁ ଜଣେ ପଚାରି ପା ରେ: ମୃତଗୁଡ଼ିକ କିପରି ଉଥିତ ହୁଅନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କିପ୍ରକାର ଶରୀରରେ ସେମାନେ ଆସନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ହୁଏତ ପଚାରି ପାରନ୍ତି, “ମୃତମାନେ କିପରି ପୁନରୁତ୍ôଥତ ହେବେ?” ସେମାନେ କି ପ୍ରକାର ଶରୀର ଧାରଣ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କେଉଁ ପ୍ରକାର ଶରୀର ପାଇବା? କିନ୍ତୁ ଜଣେ ପଗ୍ଭରି ପାରେ: “ମୃତଗୁଡ଼ିକ କିପରି ଉତ୍ଥିତ ହୁଅନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಕೊನ್ಬಿ ಎಕ್ಲೊ ಮರಲ್ಲ್ಯಾಕ್ನಿ ಝಿತ್ತೆ ಕರುನ್ ಉಟ್ವುತಲೆ ಮಟ್ಲ್ಯಾರ್ ಕಶೆ ತೆ? ಕಸ್ಲೆ ಆಂಗ್ ಘೆವ್ನ್ ತೆನಿ ಝಿತ್ತೆ ಹೊವ್ನ್ ಯೆತ್ಯಾತ್? ಇಚಾರುಕ್ಬಿ ಫಿರೆ.