1 Corinthians 15:37 — Compare Translations
7 translations compared side by side
Odia - 1840
"ବୁଣିଲା ବେଳେ ତୁମ୍ଭମାନେେ ଯାହା ବୁଣ, ବିକଶିତ ହେଲା ପରେ ତାହା ସହେି ଶରୀର ଧାରଣ କରେ ନାହିଁ। ତୁମ୍ଭମାନେେ ଗହମ ହେଉ ବା ଅନ୍ୟ କୌଣସି ଶସ୍ଯ ହେଉ, କବଳେ ବୀଜଟି ବୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ବୁଣିଥାଅ ଗହମ କିମ୍ବା ଅନ୍ୟ କୌଣସି ଶସ୍ୟର ଗୋଟିଏ ବୀଜ ମାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ବୁଣିଲା ବେଳେ ତୁମ୍ଭେମାନେ ଯାହା ବୁଣ, ବିକଶିତ ହେଲା ପରେ ତାହା ସେହି “ଶରୀର” ଧାରଣ କରେ ନାହିଁ। ତୁମ୍ଭେମାନେ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, କେବଳ ବୀଜଟି ବୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಉಗಾತ್ ಘಾಲ್ತಾನಾ ಫಿಡೆ ಹೊತಲೆ ಹಾಯ್ ತೆ ಮೊಟೆ ನಾಹೊಲ್ಯಾರ್ ಬಾರಿಕ್ಲೆ ಝಾಡ್ ಉಗಾತ್ ಘಾಲ್ತೆ ಕಾಯ್, ದುಸ್ರೆ ಕಸ್ಲೆ ತರ್ ಬಿಂಯ್ ಉಗಾತ್ ಘಾಲ್ತೆ.