1 Corinthians 15:45 — Compare Translations

7 translations compared side by side

Odia - 1840
"ଶାସ୍ତ୍ର ରେ ଲଖାେ ଅଛି: ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଥମେ ଆଦମ ଏକ ସଜୀବ ପ୍ରାଣୀ ରୂପେ ସୃଷ୍ଟ ହୋଇଥିଲା।” ଅନ୍ତିମ ଆଦମ ଥିଲେ, ଜୀବନ ପ୍ରଦାୟୀ ଆତ୍ମା।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, ಪಯ್ಲೆಚೊ ಮಾನುಸ್ ಆದಾಮ್ ಎಕ್ ಜಿವಿ ಹೊಲೊ, ಖರೆ ಆಕ್ರಿಚೊ ಆದಾಮ್ ಜಿವ್ ದಿತಲೊ ಆತ್ಮೊ ಹೊಲೊ.