1 Corinthians 15:46 — Compare Translations

7 translations compared side by side

Odia - 1840
"ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାରମ୍ଭରୁ ଆତ୍ମିକ ବିଷୟ ନ ଥିଲା। ପ୍ରଥମେ ଯାହା ଥିଲା ପ୍ରାକୃତିକ - ତା’ପରେ ଆସିଲା ଆତ୍ମିକ ବିଷୟ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ಬಿ ಹೆ ಚಿಂತುನ್ ಬಗಾ, ಆತ್ಮಿಕ್ ಆಂಗ್ ಪಯ್ಲೆ ಹೊಲ್ಲೆ ನ್ಹಯ್, ಪ್ರಾಕೃತಿಕ್ ಆಂಗ್ ಪಯ್ಲೆ ಹೊಲ್ಲೆ.