1 Corinthians 15:47 — Compare Translations

7 translations compared side by side

Odia - 1840
"ପ୍ରଥମ ମନୁଷ୍ଯଟି ପୃଥିବୀର ମାଟିରୁ ନିର୍ମିତ ହାଇେଥିଲା; କିନ୍ତୁ ଦ୍ବିତୀୟ ମନୁଷ୍ଯ ସ୍ବର୍ଗରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ଵିତୀୟ ମନୁଷ୍ୟ ସ୍ଵର୍ଗରୁ ଆଗତ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ମନୁଷ୍ୟ ଆଦମ ଥିଲା ପାର୍ଥିବ, ମୃତ୍ତିକାରୁ ନିର୍ମିତ; କିନ୍ତୁ ଦ୍ୱିତୀୟ ଆଦମ ସ୍ୱର୍ଗରୁ ଅବତୀର୍ଣ୍ଣ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ମନୁଷ୍ୟଟି ପୃଥିବୀର ମାଟିରୁ ନିର୍ମିତ ହୋଇଥିଲା; କିନ୍ତୁ ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚೊ ಮಾನುಸ್ ಜಿಮ್ನಿಚೊ ಜಿಮ್ನಿಚ್ಯಾ ಧುಳಿನ್ ಕರಲ್ಲೊ; ದೊನ್ವೆಚೊ ಮಾನುಸ್ ಸರ್ಗಾ ವೈನಾ ಯೆಲೊ.