1 Corinthians 15:49 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଜଗତରୁ ସହେି ମନୁଷ୍ଯ ତୁଲ୍ଯ ନିର୍ମିତ ହାଇେଅଛୁ। ଅତଏବ, ଆମ୍ଭେ ମଧ୍ଯ ସ୍ବର୍ଗର ସହେି ବ୍ଯକ୍ତି ତୁଲ୍ଯ ଶରୀର ଧାରଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ଵର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଏବେ ମୃତ୍ତିକାଜାତ ମନୁଷ୍ୟର ସ୍ୱରୂପ ଧାରଣ କରିଛୁ, କିନ୍ତୁ ଦିନେ ସେହି ସ୍ୱର୍ଗୀୟ ମାନବଙ୍କ ସାଦୃଶ୍ୟରେ ରୂପାୟିତ ହେବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଜଗତରୁ ସେହି ମନୁଷ୍ୟ ତୁଲ୍ୟ ନିର୍ମିତ ହୋଇଅଛୁ। ଅତଏବ, ଆମ୍ଭେ ମଧ୍ୟ ସ୍ୱର୍ଗର ସେହି ବ୍ୟକ୍ତି ତୁଲ୍ୟ ଶରୀର ଧାରଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿಮ್ನಿತ್ನಾ ಯೆಲ್ಲ್ಯಾ ತನ್ನಾ ತೆಕಾ ಜಿಮ್ನಿತ್ನಾ ಯೆಲ್ಲ್ಯಾಚೊ ರುಪ್ ಕಸೊ ರ್ಹಾತಾ, ತಸೆಚ್ ಸರ್ಗಾ ವೈನಾ ಯೆಲ್ಲ್ಯಾ ಮಾನ್ಸಾಚೊ ರುಪ್ಬಿ ಅಮ್ಕಾ ರ್ಹಾತಾ.