1 Corinthians 15:50 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ ମୁଁ ତୁମ୍ଭକୁ ଏକଥା କହୁଛି ଯେ, ମାଂସ ଓ ରକ୍ତ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହାଇେ ପାରିବ ନାହିଁ। କ୍ଷୟ ଅକ୍ଷୟକୁ ଅଧିକାର କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ଵରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ଵା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଭାଇମାନେ, ମୁଁ ତୁମ୍ଭମାନଙ୍କୁ କହିବାକୁ ଚାହେଁ ଯେ, ରକ୍ତ ମାଂସ ଶରୀର ଧରି ଆମ୍ଭେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇ ପାରିବା ନାହିଁ, କାରଣ ନଶ୍ୱର ବସ୍ତୁ ଅବିନଶ୍ୱରତା ଲାଭ କରିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ ମୁଁ ତୁମ୍ଭକୁ ଏ କଥା କହୁଛି ଯେ, ମାଂସ ଓ ରକ୍ତ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହୋଇ ପାରିବ ନାହିଁ। କ୍ଷୟ ଅକ୍ଷୟକୁ ଅଧିକାର କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಭಾವಾನು ಅನಿ ಭೆನಿಯಾನು, ಮಿಯಾ ತುಮ್ಕಾ ಎವ್ಡೆಚ್ ಸಾಂಗುಕ್ ಬಗುಲಾ; ಪಾಪಿ ಆಂಗಾಕ್ ಅನಿ ರಗ್ತಾಕ್ ದೆವಾಚ್ಯಾ ರಾಜಾತ್ ವಾಟೊ ರ್ಹಾಯ್ನಾ; ನಾಹೊಲ್ಯಾರ್ ನಾಸ್ ಹೊವ್ನ್ ಜಾತಲ್ಯಾನ್, ನಾಸ್ ಹೊವ್ನ್ ಜಾಯ್ನಸ್ತಾನಾ ರ್ಹಾತಲ್ಯಾತ್ ವಾಟೊ ಘೆವ್ಕ್ ಹೊಯ್ನಾ.