1 Corinthians 15:51 — Compare Translations
7 translations compared side by side
Odia - 1840
"କିନ୍ତୁ ଶୁଣ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି: ଆମ୍ଭମାନଙ୍କ ମଧ୍ଯରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶୁଣ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି: ଆମ୍ଭମାନଙ୍କ ମଧ୍ୟରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಎಕ್ ಘುಟ್ ಮಿಯಾ ತುಮ್ಕಾ ಸಾಂಗ್ತಾ; ಅಮಿ ಸಗ್ಳೆ ಜಾನಾ ಮರಿನಾವ್, ಖರೆ ಅಮ್ಚೆ ಸಗ್ಳ್ಯಾಂಚೆ ರುಪ್ ಬದಲ್ತಾ.