1 Corinthians 15:53 — Compare Translations
7 translations compared side by side
Odia - 1840
"ଏହି ବିନାଶ ଦହେ ଅନନ୍ତ ରୂପ ବସ୍ତ୍ର ଧାରଣ କରିବାକୁ ହବେ ଓ ଏହି ମର୍ତ୍ତ୍ଯ ଦହେ ଅମରରୂପ ବସ୍ତ୍ର ଧାରଣ କରିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯାହା ନଶ୍ୱର, ତାହାକୁ ଅବିନଶ୍ୱର ରୂପେ ପରିବର୍ତ୍ତିତ ହେବାକୁ ପଡ଼ିବ; ଯେଉଁ ପାର୍ଥିବ ଶରୀର ମରଣଶୀଳ, ତାହାକୁ ଅମରରୂପ ବସ୍ତ୍ର ପରିଧାନ କରବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବିନାଶ ଦେହ ଅନନ୍ତ ରୂପ ବସ୍ତ୍ର ଧାରଣ କରିବାକୁ ହେବ ଓ ଏହି ମର୍ତ୍ତ୍ୟ ଦେହ ଅମରରୂପ ବସ୍ତ୍ର ଧାରଣ କରିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ನಾಸ್ ಹೊವ್ನ್ ಜಾತಲ್ಯಾ ಆಂಗಾನ್, ನಾಸ್ ಹೊಯ್ನಸಲ್ಲೆ ಗುನ್ ಅನಿ ಮರಾನ್ ಅಸಲ್ಲ್ಯಾ ಆಂಗಾನ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಗುನ್ ನೆಸ್ತಲಿ ಗರಜ್ ಹಾಯ್.