1 Corinthians 15:54 — Compare Translations
7 translations compared side by side
Odia - 1840
"କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଏହି ମର୍ତ୍ତ୍ଯ ଦହେ ଅମରତ୍ବ ରୂପ ବସ୍ତ୍ର ଧାରଣ କଲାପରେ ଶାସ୍ତ୍ରର ଏହି କଥା ସଫଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ ଏବଂ ଏହି ମର ଶରୀର ଅମରତ୍ୱ ଲାଭ କଲେ, ଧର୍ମଶାସ୍ତ୍ରର ଏହି ବାଣୀ ସଫଳ ହେବ:
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଏହି ମର୍ତ୍ତ୍ୟ ଦେହ ଅମରତ୍ୱ ରୂପ ବସ୍ତ୍ର ଧାରଣ କଲାପରେ ଶାସ୍ତ୍ରର ଏହି କଥା ସଫଳ ହେବ। “ଜୟ ମୃତ୍ୟୁକୁ ଗ୍ରାସ କରି ଦେଲା”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ನಾಸ್ ಹೊವ್ನ್ ಜಾತಲ್ಯಾ ಆಂಗಾನ್ ನಾಸ್ ಹೊಯ್ನಸಲ್ಲೆ ಗುನ್ ಅನಿ ಮರಾನ್ ಅಸಲ್ಲ್ಯಾ ಆಂಗಾನ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಗುನ್ ನೆಸಲ್ಲ್ಯಾ ತನ್ನಾ ಪವಿತ್ರ್ ಪುಸ್ತಕಾತ್ಲ್ಯಾ ಹ್ಯಾ ಸಾಂಗ್ನಿಯಾ ಘಡ್ತ್ಯಾತ್: ಜಿಕೆನ್ ಮರ್ನಾಕ್ ಗಿಳ್ಳಿನ್!