1 Corinthians 15:57 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି। ଅତଏବ, ମାେ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ? ପରମେଶ୍ବରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ୟ୍ଯ କଦାପି ବ୍ଯର୍ଥ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁ ଈଶ୍ଵର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଈଶ୍ୱରଙ୍କଠାରେ କୃତଜ୍ଞତା ଜଣାଇବା, କାରଣ ସେ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ବିଜୟୀ କରାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ ଯେ, ସେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭକୁ ବିଜୟ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಕಾ ಜಿಕ್ ದಿತಲ್ಯಾ ದೆವಾಕ್ ಧನ್ಯವಾದ್ ಸ್ತುತಿ ಹೊಂವ್ದಿತ್!