1 Corinthians 15:6 — Compare Translations
7 translations compared side by side
Odia - 1840
"ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତଣଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରା-ପ୍ରାପ୍ତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଏକ ସଙ୍ଗେ ତାଙ୍କର ପାଞ୍ଚ ଶହରୁ ଅଧିକ ଅନୁଗାମୀଙ୍କୁ ଦର୍ଶନ ଦେଇଥିଲେ। ସେମାନଙ୍କ ମଧ୍ୟରୁ କେତେକ ଏବେ ଜଗତରେ ନାହାନ୍ତି, କିନ୍ତୁ ଅଧିକାଂଶ ଜୀବିତ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦେଖାଦେଇଥିଲେ। ତାହାଙ୍କ ମଧ୍ୟରୁ ଅଧିକାଂଶ ଲୋକ ଆଜି ମଧ୍ୟ ଜୀବିତ। କିନ୍ତୁ କେତେକ ମରି ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಹೊಲ್ಲ್ಯಾ ಮಾನಾ ಪಾಸೆಚ್ಯಾನ್ ಜಾಸ್ತಿಚ್ಯಾ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಎಗ್ದಾಚ್ ತೊ ದಿಸ್ಲೊ, ತೆಂಚ್ಯಾತ್ಲಿ ಉಲ್ಲಿ ಲೊಕಾ ಅಜುನ್ಬಿ ಝಿತ್ತಿ ಹಾತ್, ಅನಿ ಉಲ್ಲಿ ಲೊಕಾ ಮರುನ್ಬಿ ಗೆಲ್ಯಾತ್.