1 Corinthians 15:7 — Compare Translations

7 translations compared side by side

Odia - 1840
"ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ ରରେିତମାନଙ୍କୁ ଆଉଥରେ ଦଖାେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଯେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ସେ ଯାକୁବ ଓ ସମସ୍ତ ପ୍ରେରିତ ଶିଷ୍ୟଙ୍କୁ ଦର୍ଶନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಜಾಕೊಬಾಕ್ ದಿಸ್ಲೊ ಅನಿ ತೆಚ್ಯಾ ಮಾನಾ ಸಗ್ಳ್ಯಾ ಅಪೊಸ್ತಲಾಕ್ನಿ ದಿಸ್ಲೊ.