1 Corinthians 15:8 — Compare Translations

7 translations compared side by side

Odia - 1840
"ଯଥା ସମୟ ପୂର୍ବରୁ ଜନ୍ମ ହାଇେଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମାେତେ ସର୍ବ ଶଷେ ରେ ଦଖାେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସର୍ବଶେଷରେ ସେ ମୋ’ ପରି ଜଣେ ଅକାଳଜାତକୁ ମଧ୍ୟ ଦର୍ଶନ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଥା ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମୋତେ ସର୍ବ ଶେଷରେ ଦେଖା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಮ್ಹಯಿನೆ ಭರ್‍ತಿ ಹೊವ್ಚ್ಯಾ ಅದ್ದಿ ಉಪಾಜಲ್ಲ್ಯಾ ಸರ್ಕೆ ಮಾಕಾಬಿ ತೊ ದಿಸ್ಲೊ.