1 Corinthians 15:9 — Compare Translations
7 translations compared side by side
Odia - 1840
"ମୁଁ ସମସ୍ତ ପ୍ ରରେିତମାନଙ୍କ ମଧିଅରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମାରେ ପ୍ ରରେିତ ବୋଲି ଡ଼କା ୟିବାର ୟୋଗ୍ଯତା ମଧ୍ଯ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ମୁଁ ସବୁଠାରୁ ନିକୃଷ୍ଟ, ଏପରି କି ପ୍ରେରିତ ନାମର ଯୋଗ୍ୟ ନୁହେଁ, କାରଣ ମୁଁ ଈଶ୍ୱରଙ୍କ ମଣ୍ଡଳୀକୁ ନିର୍ଯ୍ୟାତିତ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମସ୍ତ ପ୍ରେରିତମାନଙ୍କ ମଧ୍ୟରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମୋର ପ୍ରେରିତ ବୋଲି ଡକା ଯିବାର ଯୋଗ୍ୟତା ମଧ୍ୟ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾನಿತ್ನಿ ಎಗ್ದಮ್ ಕನಿಸ್ಟ್ ಅಪೊಸ್ತಲ್ ಮಿಯಾ, ಅಪೊಸ್ತಲ್ ಮನ್ತಲ್ಯಾ ನಾವಾಕ್ ಸೈತ್ ಮಿಯಾ ಯೊಗ್ಯ್ ನ್ಹಯ್. ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಮಿಯಾ ಸತ್ವುಲಾ.