1 Corinthians 16:1 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ପରମେଶ୍ବରଙ୍କ ଲୋକମାନଙ୍କର ସାହାୟ୍ଯ ପାଇଁ ଅର୍ଥ ସଂଗ୍ରହ ବିଷୟ ରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସର୍କ ରେ ଦଇେ ଥିବା ନିର୍ଦ୍ଦଶମାନେ ତୁମ୍ଭମାନେେ ଅବଶ୍ଯ ପାଳନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦାରେ ଥିବା ମଣ୍ଡଳୀସ୍ଥ ବିଶ୍ୱାସୀମାନଙ୍କ ପାଇଁ ଅର୍ଥ ସାହାଯ୍ୟ ଦେବା ବିଷୟରେ ମୋର ମତାମତ:- ମୁଁ ଗାଲାତୀୟ ମଣ୍ଡଳୀକୁ ଯାହା କରିବାକୁ ନିର୍ଦ୍ଦେଶ ଦେଇଛି, ତାହା ଦୃଢ଼ ଭାବରେ ପାଳନ କର।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ବିଶ୍ୱାସୀମାନଙ୍କ ଲାଗି ଦାନ ସଂଗ୍ରହ ବର୍ତ୍ତମାନ ପରମେଶ୍ୱରଙ୍କ ଲୋକମାନଙ୍କର ସାହାଯ୍ୟ ପାଇଁ ଅର୍ଥ ସଂଗ୍ରହ ବିଷୟରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସମ୍ପର୍କ ଦେଇ ଥିବା ନିର୍ଦ୍ଦେଶମାନ ତୁମ୍ଭେମାନେ ଅବଶ୍ୟ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
Odia IRV 2017 (ଓଡିଆ ବାଇବେଲ)
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ଡଳୀସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚ್ಯಾಸಾಟ್ನಿ ಪೈಸೆ ಗೊಳಾ ಕರ್ತಲ್ಯಾ ವಿಶಯಾತ್ ಗಾಲಾತಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಮಿಯಾ ಸಾಂಗಟಲ್ಲೊ, ತೆ ತುಮಿಬಿ ಕರಾ.