1 Corinthians 16:10 — Compare Translations

7 translations compared side by side

Odia - 1840
"ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧିଅରେ ସେ ଯେପରି ସ୍ବଚ୍ଛନ୍ଦ ରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋୟୋଗୀ ହୁଅ। ମାେ ଭଳି ସେ ମଧ୍ଯ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ତୀମଥି ତୁମ୍ଭମାନଙ୍କ ନିକଟକୁ ଆସିଲେ, ତାଙ୍କୁ ସ୍ୱାଗତ କର। କାରଣ ସେ ମଧ୍ୟ ମୋ’ ପରି ପ୍ରଭୁଙ୍କର କାର୍ଯ୍ୟ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧ୍ୟରେ ସେ ଯେପରି ସ୍ୱଚ୍ଛନ୍ଦରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋଯୋଗୀ ହୁଅ। ମୋ’ ଭଳି ସେ ମଧ୍ୟ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಮೊತಿ ಯೆಲ್ಯಾರ್‍ಬಿ ತೊ ಕಸ್ಲೆಬಿ ಭಿಂಯೆ ನಸ್ತಾನಾ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಲಿ ಯವಸ್ತಾ ಕರಾ; ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಕರ್‍ತಾ ತಸೆಚ್ ತೊಬಿ ಧನಿಯಾಚೆ ಕಾಮ್ ಕರ್‍ತಾ.