1 Corinthians 16:11 — Compare Translations
7 translations compared side by side
Odia - 1840
"ଅତଏବ ତୀମଥିଙ୍କୁ କହେି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମାେ ପାକରେ ଆସି ପହଁଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ୟିବା ରେ ସାହାୟ୍ଯ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫରେିବା ବାଟକୁ ଚାହିଁ ବସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ । କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ତାଙ୍କୁ ତୁଚ୍ଛ ଜ୍ଞାନ ନ କରନ୍ତୁ। ଶାନ୍ତିରେ ଯାତ୍ରା କରିବା ପାଇଁ ତୁମ୍ଭେମାନେ ତାଙ୍କୁ ନିଶ୍ଚୟ ସାହାଯ୍ୟ କରିବ। ତାହାହେଲେ, ସେ ଭାଇମାନଙ୍କ ସହିତ ମୋ’ ନିକଟକୁ ଫେରି ଆସିବେ। ସେମାନଙ୍କ ଅପେକ୍ଷାରେ ମୁଁ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋ' ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಕೊನ್ಬಿ ತೆಚಿ ಪರ್ವಾ ಕರುಚ್ಯಾ ಅದ್ದಿ ರ್ಹಾತಲೆ ನಕ್ಕೊ, ತೆಚ್ಯಾ ಬದ್ಲಾಕ್, ತೊ ಸಮಾದಾನಾನ್ ಅನಿ ಶಾಬಿತ್ ಮಾಜ್ಯಾಕ್ಡೆ ಯೆವ್ನ್ ಪಾವಿ ಸರ್ಕೆ ತೆಚ್ಯಾ ವಾಟೆಕ್ ಲಾವುನ್ ದಿವಾ; ಅಮ್ಚ್ಯಾ ಭಾವಾ ಭೆನಿಯಾಂಚ್ಯಾ ವಾಂಗ್ಡಾ ಮಿಯಾ ತೆಚಿ ವಾಟ್ ಬಗುನ್ಗೆತ್ ರ್ಹಾತಾ.