1 Corinthians 16:12 — Compare Translations

7 translations compared side by side

Odia - 1840
"ଆପଲ୍ଲ ଭାଇଙ୍କ ବିଷୟ ରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ୟିବା ପାଇଁ ମୁଁ ତାହାକୁ ବହୁତ ଅନୁ ରୋଧ କଲି କିନ୍ତୁ ଏବେ ୟିବା ପାଇଁ ସେ ଆଦୌ ଚାହୁଁ ଚାହାଁନ୍ତି। କିନ୍ତୁ ଯେତବେେଳେ ସୁଯୋଗ ହବେ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ଵନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇ ଆପୋଲଙ୍କ ସମ୍ପର୍କରେ କହୁଅଛି ଯେ, ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁବାର ଉତ୍ସାହିତ କରିଅଛି। କିନ୍ତୁ ବର୍ତ୍ତମାନ ଯିବା ପାଇଁ ସେ କୌଣସି ପ୍ରକାରେ ରାଜି ନୁହନ୍ତି। ପରେ ସୁଯୋଗ ପାଇଲେ, ସେ ନିଶ୍ଚୟ ତୁମ୍ଭମାନଙ୍କ ପାଖକୁ ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆପଲ୍ଲ ଭାଇଙ୍କ ବିଷୟରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୁଁ ତାହାକୁ ବହୁତ ଅନୁରୋଧ କଲି କିନ୍ତୁ ଏବେ ଯିବା ପାଇଁ ସେ ଆଦୌ ଗ୍ଭହୁଁ ନାହାନ୍ତି। କିନ୍ତୁ ଯେତେବେଳେ ସୁଯୋଗ ହେବ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾ ಅಪೊಲ್ಲೊಚ್ಯಾ ವಿಶಯಾತ್ ಸಾಂಗುಚೆ ಹೊಲ್ಯಾರ್, ತೆನಿ ಹುರಲ್ಲ್ಯಾ ಭಾವಾಂಚ್ಯಾ ವಾಂಗ್ಡಾ ಯೆವ್ನ್ ತುಮ್ಕಾ ಭೆಟುಚೆ ಮನುನ್ ಮಿಯಾ ತೆಕಾ ಲೈ ಸಾಂಗಟ್ಲಾ, ಖರೆ ಹ್ಯಾ ಪಟಿ ತೆನಿ ಯೆವ್ಕ್ ಮನ್ ಕರುಕ್‍ ನಾ, ತೆಕಾ ಅವ್ಕಾಸ್ ಗಾವ್ಲೊ ತರ್ ತೊ ಖರೆಚ್‍ಬಿ ತುಮ್ಕಾ ಯೆವ್ನ್ ಭೆಟ್ತಾ.