1 Corinthians 16:13 — Compare Translations
7 translations compared side by side
Odia - 1840
"ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ଵାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଗି ରୁହ, ବିଶ୍ୱାସରେ ଦୃଢ଼ ହୁଅ, ସାହସୀ ଏବଂ ବଳବାନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ପତ୍ରର ଶେଷ ଅଂଶ ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಶಾರ್ ರಾವಾ, ವಿಶ್ವಾಸಾತ್ ಘಟ್ ರ್ಹಾವಾ, ಧೈರ್ಯಾನ್ ರ್ಹಾವಾ, ಘಟ್ ಹೊವಾ,