1 Corinthians 16:17 — Compare Translations
7 translations compared side by side
Odia - 1840
"ମୁଁ ସ୍ତିଫାନ, ଫତ୍ତୂର୍ନାଢ ଓ ଆଖାଯିକଙ୍କ ଆଗମନ ରେ ଆନନ୍ଦ କରୁଛି। କାରଣ ମାେ ପାଇଁ ଯାହା ତୁମ୍ଭମାନେେ କରି ପାରି ନାହଁ, ତାହା ସମାନେେ କରି ପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତିଫାନା, ଫର୍ତୁନାତ ଓ ଆଖାୟିକ ଏଠାକୁ ଆସିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ତୁମ୍ଭମାନଙ୍କ ଅନୁପସ୍ଥିତିରେ ସେମାନେ ତୁମ୍ଭମାନଙ୍କ ସ୍ଥାନ ପୂରଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ତିଫାନ, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ଆନନ୍ଦ କରୁଛି। କାରଣ ମୋ’ ପାଇଁ ଯାହା ତୁମ୍ଭେମାନେ କରି ପାରି ନାହଁ, ତାହା ସେମାନେ କରି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಫನ್, ಪೊರ್ತುನಾತ್ ಅನಿ ಅಖಾಯಿಕ್ ಹಿತ್ತೆ ಯೆವ್ನ್ ಪಾವ್ಲೆ ಮನ್ತಾನಾ ಮಾಕಾ ಲೈ ಕುಶಿ ಹೊಲಿ; ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಹಿತ್ತೆ ನಸ್ತಾನಾ ಹೊತ್ತೆ ಕಮಿಪಾನ್ ತೆನಿ ಯೆಲ್ಲ್ಯಾ ವೈನಾ ಭರ್ತಿ ಹೊಲೆ.