1 Corinthians 16:18 — Compare Translations
7 translations compared side by side
Odia - 1840
"ସମାନେେ ମାେ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ଯ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭମାନେେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୁମ୍ଭମାନଙ୍କୁ ଓ ମୋତେ ଉତ୍ଫୁଲ୍ଲ କରିଛନ୍ତି। ଏଭଳି ଲୋକମାନେ ସମ୍ମାନର ପାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋ’ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ୟ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭେମାନେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಹಿತ್ತೆ ಯೆವ್ನ್ ಮಾಜೊ ಮನ್ ಹಗ್ಗುರ್ ಕರ್ಲ್ಯಾನಾತ್ ಮನುಕ್ ಅಡ್ಡಿ ನಾ. ಅಸ್ಲ್ಯಾ ಭಾವಾಕ್ನಿ ಮಾನುನ್ ಘೆವಾ.