1 Corinthians 16:19 — Compare Translations
7 translations compared side by side
Odia - 1840
"ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ବିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମ ରେ ଅନକେ ଅଭିବାଦନ ପଠାନ୍ତି। ତାହାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ଯ ଅଭିବାଦନ ଜଣାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସିଆ ଦେଶର ମଣ୍ଡଳୀଗୁଡ଼ିକ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଆକ୍ୱିଲା, ପ୍ରିସ୍କିଲା ଓ ସେମାନଙ୍କ ଘରେ ଉପାସନା କରୁଥିବା ମଣ୍ଡଳୀ, ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸಿಯಾ ಪ್ರಾಂತ್ಯಾತ್ಲೆ ದೆವಾಚ್ಯಾ ಲೊಕಾಂಚೆ ತಾಂಡೆ ತುಮ್ಕಾ ನಮಸ್ಕಾರ್ ಕರ್ತಾತ್. ಅಕ್ವಿಲಾ, ಪ್ರಿಸ್ಕಾ ಅನಿ ತೆಂಚ್ಯಾ ಘರಾತ್ ಜಮ್ತಲೊ ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಧನಿಯಾಚ್ಯಾ ಎಕ್ವಟ್ಟಾನ್ ತುಮ್ಕಾ ನಮಸ್ಕಾರ್ ಕರ್ತಾತ್.