1 Corinthians 16:2 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଆୟ ଅନୁପାତରେ ପ୍ରତ୍ୟେକ ରବିବାର ଏ ବାବଦକୁ କିଛି ଅର୍ଥ ସଞ୍ଚୟ କରି ରଖ। ତାହାହେଲେ, ମୁଁ ଗଲାବେଳେ ତୁମ୍ଭମାନଙ୍କୁ ଆଉ ଅର୍ଥ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ଆୟ ଅନୁଯାୟୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭେମାନେ ଏହାକୁ ଗୋଟିଏ ବିଶେଷ ସ୍ଥାନରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖରେ ପହଞ୍ଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ಆಯ್ತಾರ್ಚೆ ತುಮ್ಚ್ಯಾತ್ಲೊ ಹರಿ ಎಕ್ಲೊ ಅಪ್ನಾಚ್ಯಾನ್ ಹೊತಾ ತೌಡೆ ಉಲ್ಲೆ ಪೈಸೆ ಕಡೆಕ್ ಕಾಡುನ್ ಥಂವ್ದಿತ್; ಅಶೆ ಮಿಯಾ ತುಮ್ಚ್ಯಾಕ್ಡೆ ಯೆಲ್ಲ್ಯಾ ತನ್ನಾ ಪೈಸೆ ಉಸುಲಿ ಕರ್ತಲೆ ಲಾಗಿನಾ.