1 Corinthians 16:20 — Compare Translations
7 translations compared side by side
Odia - 1840
"ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠିକାର ଭାଇମାନେ ସମସ୍ତେ ନମସ୍କାର ଜଣାଉଛନ୍ତି। ତୁମ୍ଭେମାନେ ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ଅଭିନନ୍ଦନ ଜଣାଅ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
Odia IRV 2017 (ଓଡିଆ ବାଇବେଲ)
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಭಾವಾ ಅನಿ ಭೆನಿಯಾಬಿ ತುಮ್ಕಾ ನಮಸ್ಕಾರ್ ಕರ್ತಾತ್, ಎಕಾಮೆಕಾಕ್ ಪವಿತ್ರ್ ಪ್ರೆಮಾನಿ ಯಾಂಗ್ ಮಾರುನ್ ನಮಸ್ಕಾರ್ ಕರಾ.