1 Corinthians 16:22 — Compare Translations
7 translations compared side by side
Odia - 1840
"ଯଦି କିଏ ପ୍ରଭୁଙ୍କୁ ପ୍ ରମେ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ବରଙ୍କ ଠାରୁ ବିଚ୍ଛିନ୍ନ ହାଇେ ସେ ଅନନ୍ତକାଳ ପାଇଁ ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ପ୍ରଭୁଙ୍କୁ ପ୍ରେମ ନ କରେ, ସେ ଅଭିଶପ୍ତ ହେଉ। ‘ମାରାନା ଥା’ ଅର୍ଥାତ୍ ଆମର ପ୍ରଭୁ ଆସନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କିଏ ପ୍ରଭୁଙ୍କୁ ପ୍ରେମ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ୱରଙ୍କଠାରୁ ବିଚ୍ଛିନ୍ନ ହୋଇ ସେ ଅନନ୍ତକାଳ ପାଇଁ ବିନଷ୍ଟ ହେବ। ମାରାନାଥା ଅର୍ଥାତ୍ ପ୍ରଭୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ತರ್ ಧನಿಯಾಚೊ ಪ್ರೆಮ್ ಕರಿನಾ ಹೊಲ್ಯಾರ್ ತೊ ಸರಾಪ್ ಪಡಲ್ಲೊ ಹೊವ್ನ್ ರ್ಹಾಂವ್ದಿತ್. ಅಮ್ಚ್ಯಾ ಧನಿಯಾ ಯೆ!