1 Corinthians 16:3 — Compare Translations
7 translations compared side by side
Odia - 1840
"ସଠାେରେ ପହଞ୍ଚିଲା ପରେ, ତୁମ୍ଭମାନେେ ଯେଉଁ ବ୍ଯକ୍ତିମାନଙ୍କୁ ବାଛିବ, ମୁଁ ସମାନଙ୍କେର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ୟିରୁଶାଲମକୁ ପଠାଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଆସି ତୁମେ ଉପଯୁକ୍ତ ମନେ କରୁଥିବା ଲୋକମାନଙ୍କୁ ପରିଚୟ ପତ୍ର ଦେବି ଓ ସେମାନେ ତୁମର ଦାନ ସହ ଯିରୂଶାଲମକୁ ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପହଞ୍ଚିଲା ପରେ, ତୁମ୍ଭେମାନେ ଯେଉଁ ବ୍ୟକ୍ତିମାନଙ୍କୁ ବାଛିବ, ମୁଁ ସେମାନଙ୍କର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ଯିରୁଶାଲମକୁ ପଠାଇ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾಕ್ಡೆ ಯೆಲ್ಲ್ಯಾ ತನ್ನಾ ತುಮಿ ನಿರ್ದಾರ್ ಕರಲ್ಲ್ಯಾ ಸರ್ಕೆ ಮಾಜ್ಯಾ ಚಿಟಿಚ್ಯಾ ವಾಂಗ್ಡಾ ತುಮಿ ದಿಲ್ಲೆ ದಾನ್ಬಿ ಮಿಯಾ ಜೆರುಜಲೆಮಾಕ್ ಧಾಡುನ್ ದಿತಾ.