1 Corinthians 16:4 — Compare Translations

7 translations compared side by side

Odia - 1840
"ଯଦି ମାରେ ମଧ୍ଯ ୟିବାର ହୁଏ ସମାନେେ ମଧ୍ଯ ମାେ ସହିତ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୋର ଯିବା ଆବଶ୍ୟକ ହେଲେ, ସେମାନେ ମୋ’ ସହିତ ଯାଇ ପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋର ମଧ୍ୟ ଯିବାର ହୁଏ ସେମାନେ ମଧ୍ୟ ମୋ’ ସହିତ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋ' ସାଙ୍ଗରେ ଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾಬಿ ಜಾತಲೆ ಬರೆ ಮನುನ್ ದಿಸ್ಲ್ಯಾರ್, ತೆ ದಾನ್ ಮಿಯಾಚ್ ಘೆವ್ನ್ ಜಾವ್ನ್ ಹೊತಾ.