1 Corinthians 16:5 — Compare Translations

7 translations compared side by side

Odia - 1840
"ମାରେ ମାକିଦନିଆ ବାଟ ଦଇେ ୟିବା କାର୍ୟ୍ଯକ୍ରମ ଅଛି। ମାକିଦନିଆ ବାଟ ଦଇେ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ମାସିଦୋନିଆ ପରିଭ୍ରମଣରେ ଯାଉଛି। ଭ୍ରମଣ ଶେଷ କରି ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଯୋଜନା ମୋର ମାକିଦନିଆ ବାଟ ଦେଇ ଯିବା କାର୍ଯ୍ୟକ୍ରମ ଅଛି। ମାକିଦନିଆ ବାଟ ଦେଇ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಸೆದೊನಿಯಾತ್ನಾ ಫಿರುನ್ ಮಿಯಾ ಯೆತಾ. ಕಶ್ಯಾಕ್ ಮಟ್ಲ್ಯಾರ್, ಮೆಸಿದೊನಿಯಾತ್ನಾ ಪಾರ್ ಹೊವ್ನ್ ಮಿಯಾ ಜಾವ್ಚೆ ಮನುನ್ ಯವಜ್ಲಾ;