1 Corinthians 16:6 — Compare Translations

7 translations compared side by side

Odia - 1840
"ସେତବେେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମାେ ଯାତ୍ରା ରେ, ମୁଁ ଯେଉଁଠାକୁ ୟିବି, ତୁମ୍ଭମାନେେ ମାେତେ ସାହାୟ୍ଯ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ଵା ଶୀତକାଳ ମଧ୍ୟ ଯାପନ କରିବି, ଯେପରି ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ବୋଧହୁଏ, ତୁମ୍ଭମାନଙ୍କ ସହିତ କିଛି ଦିନ ରହିବି, ହୁଏତ ଶୀତ କାଳ କଟାଇବି। ତା’ପରେ ଯେଉଁଠିକୁ ଯିବା ପାଇଁ ଚାହିଁବି, ତୁମ୍ଭେମାନେ ମୋତେ ସେଠାକୁ ଯିବା ପାଇଁ ସାହାଯ୍ୟ କରି ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା’ପରେ, ମୋ’ ଯାତ୍ରାରେ, ମୁଁ ଯେଉଁଠାକୁ ଯିବି, ତୁମ୍ଭେମାନେ ମୋତେ ସାହାଯ୍ୟ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾದ್ಯ್ ಹೊಲ್ಯಾರ್ ಮಿಯಾ ಉಲ್ಲೆ ದಿಸ್ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾ, ಅಶೆ ಥಂಡಿಚಿ ದಿಸಾ ಪತರ್ ತುಮ್ಚ್ಯಾ ವಾಂಗ್ಡಾಚ್ ರ್‍ಹಾಲ್ಯಾರ್‍ಬಿ ರ್‍ಹಾಲೊ, ಖರೆ ಮಿಯಾ ಥೈತ್ನಾ ಖೈ ಜಾತಲೆ ರ್‍ಹಾಲ್ಯಾರ್‍ಬಿ ತುಮಿಚ್ ಮಾಕಾ ಫಿಡೆ ಜಾವ್ಕ್ ಮಜತ್ ಕರ್‍ತಲೆ ಪಡ್ತಾ.