1 Corinthians 16:7 — Compare Translations

7 translations compared side by side

Odia - 1840
"ମୁଁ ଏବେ ତୁମ୍ଭମାନଙ୍କ ସହିତ ଦଖାେ କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯିବା ବାଟରେ ତୁମ୍ଭମାନଙ୍କ ସହିତ କେବଳ ଅଳ୍ପ ସମୟ ସାକ୍ଷାତ କରିବା ମୋର ଇଚ୍ଛା ନୁହେଁ। ମୁଁ ଆଶା କରୁଛି, ପ୍ରଭୁଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ସହିତ ଏଥର ଅନେକ ସମୟ ରହିବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ವಾಟೆರ್ ಜಾವ್ನಗೆತ್ ಹಾಂವ್ ಮನ್ತಾನಾ ತುಮ್ಕಾ ಭೆಟುಕ್ ಮಾಕಾ ಮನ್ ನಾ. ಧನಿಯಾಚಿ ಕುಶಿ ರ್‍ಹಾಲ್ಯಾರ್ ಎಕ್ ಉಲ್ಲೊ ಎಳ್ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾವ್ಚೆ ಮನ್ತಲಿ ಮಾಜಿ ಆಶಾ.