1 Corinthians 16:9 — Compare Translations
7 translations compared side by side
Odia - 1840
"କାରଣ ସଠାେରେ ଫଳପ୍ରଦ କାର୍ୟ୍ଯ ନିମନ୍ତେ ମାେ ପାଇଁ ଏକ ମହାନ୍ ସୁ ଯୋଗର ଦ୍ବାର ଖାେଲା ହାଇେଛି। ସଠାେରେ ମାରେ ଅନକେ ବିପକ୍ଷ ମଧ୍ଯ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ଵାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠାରେ ମୋ’ ବିପକ୍ଷରେ ଅନେକ ଲୋକ ଥିଲେ ସୁଦ୍ଧା, ଫଳପ୍ରଦ କାର୍ଯ୍ୟ କରିବାକୁ ମୋ’ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେଠାରେ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ’ ପାଇଁ ଏକ ମହାନ୍ ସୁଯୋଗର ଦ୍ୱାର ଖୋଲା ହୋଇଛି। ସେଠାରେ ମୋର ଅନେକ ବିପକ୍ଷ ମଧ୍ୟ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ' ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಲೈ ಬರೆ ಕರುನ್ ಕಾಮ್ ಕರ್ತಲೊ ಮೊಟೊ ಎಕ್ ಅವ್ಕಾಸ್ ಮಾಕಾ ಥೈ ಗಾವಲ್ಲೊ ಹಾಯ್; ಜಾಲ್ಯಾರ್ಬಿ ಹ್ಯಾ ಕಾಮಾಕ್ ವಿರೊದ್ ಕರ್ತಲೆ ಕಮಿ ನಾತ್.