1 Corinthians 2:1 — Compare Translations
7 translations compared side by side
Odia - 1840
"ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତବେେଳେ ପରମେଶ୍ବରଙ୍କ ସତ୍ଯ ବିଷୟ ରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଚାତୁରୀ ବା ଜ୍ଞାନର କଥା କହି ନ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ବକ୍ତୃତା କିମ୍ଵା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୁଁ ତୁମ ନିକଟକୁ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ନିମନ୍ତେ ଯାଉଥିବା ବେଳେ ବାକ୍ୟାଡ଼ମ୍ବର କିମ୍ବା ପାଣ୍ଡିତ୍ୟ ଦେଖାଇ ନ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୁଶବିଦ୍ଧ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ବାର୍ତ୍ତା ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ದೆವಾಚೊ ಖರೊ ಗುಟ್ಟ್ ಪ್ರಚಾರ್ ಕರುಕ್ ತುಮ್ಚ್ಯಾಕ್ಡೆ ಯೆಲ್ಲ್ಯಾ ತನ್ನಾ ಮಿಯಾ ಮೊಟ್ಯಾ ಮೊಟ್ಯಾ ಗೊಸ್ಟಿಯಾ ಅನಿ ಶಿಕಾಪ್ ವಾಪ್ರುಕ್ ನಾ.