1 Corinthians 2:11 — Compare Translations
7 translations compared side by side
Odia - 1840
"କୌଣସି ମନୁଷ୍ଯ ଏକ ମନୁଷ୍ଯର ମନକଥା ଜାଣିପା ରେ ନାହିଁ। କବଳେ ମଣିଷ ଭିତ ରେ ଥିବା ଆତ୍ମା ତା'ର ମନକଥା ଜାଣିପାରନ୍ତି। ସହେିଭଳି ପରମେଶ୍ବରଙ୍କ ମନକଥା ତାଙ୍କରି ଆତ୍ମା ବ୍ଯତୀତ କିଏ ଜାଣି ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ଵରଙ୍କ ବିଷୟସବୁ ଈଶ୍ଵରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟର ସବୁ କିଛି କେବଳ ତା’ର ଅନ୍ତରାତ୍ମା ଜାଣେ। ସେହିପରି କେବଳ ଈଶ୍ୱରଙ୍କ ଆତ୍ମା ଈଶ୍ୱରଙ୍କ ବିଷୟରେ ସବୁ କିଛି ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ମନୁଷ୍ୟ ଏକ ମନୁଷ୍ୟର ମନକଥା ଜାଣିପାରେ ନାହିଁ। କେବଳ ମଣିଷ ଭିତରେ ଥିବା ଆତ୍ମା ତା’ର ମନକଥା ଜାଣି ପାରନ୍ତି। ସେହିଭଳି ପରମେଶ୍ୱରଙ୍କ ମନକଥା ତାଙ୍କରି ଆତ୍ମା ବ୍ୟତୀତ କିଏ ଜାଣି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚ್ಯಾ ಭುತ್ತುರ್ ಹೊತ್ತ್ಯಾ ಆತ್ಮ್ಯಾಕ್ ಸೊಡುನ್ ಕೊನಾಕ್ಬಿ ತೆಚ್ಯಾ ವಿಶಯಾತ್ ಸಗ್ಳೆ ಗೊತ್ತ್ ರ್ಹಾಯ್ನಾ. ತಸೆಚ್ ದೆವಾಚ್ಯಾ ಆತ್ಮ್ಯಾಕ್ ಸೊಡುನ್ ಕೊನಾಕ್ಬಿ ದೆವಾಚ್ಯಾ ವಿಶಯಾತ್ ಸಗ್ಳೆ ಗೊತ್ತ್ ನಾ.