1 Corinthians 2:12 — Compare Translations

7 translations compared side by side

Odia - 1840
"ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଈଶ୍ଵରଙ୍କ ଦ୍ଵାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦତ୍ତ ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ଵରଙ୍କ ଆତ୍ମା ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଗତିକ ଆତ୍ମା ପ୍ରାପ୍ତ ହୋଇ ନାହୁଁ। କିନ୍ତୁ ଈଶ୍ୱରପ୍ରଦତ୍ତ ସମସ୍ତ ବିଷୟ ଜାଣି ପାରିବା ନିମନ୍ତେ ଈଶ୍ୱରପ୍ରେରିତ ଆତ୍ମାଙ୍କୁ ଗ୍ରହଣ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜଗତର ଆତ୍ମା ଦ୍ୱାରା ପରମେଶ୍ୱରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಹ್ಯಾ ಜಗಾಚೊ ಆತ್ಮೊ ಘೆವ್ಕ್‌ನಾವ್, ಹೆಚ್ಯಾ ಬದ್ಲಾಕ್, ದೆವಾಕ್ನಾ ಯೆಲ್ಲೊ ಆತ್ಮೊ ಘೆಟ್ಲಾಂವ್, ತೆಚೆಸಾಟ್ನಿ ದೆವಾನ್ ಅಮ್ಕಾ ಫುಕೊಟ್ ಕಾಯ್ ದಿಲಾ ಮನ್ತಲೆ ಅಮಿ ಕಳ್ವುನ್ ಘೆವ್ಕ್ ಪಾಜೆ.