1 Corinthians 2:13 — Compare Translations

7 translations compared side by side

Odia - 1840
"ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ଯର କଳ୍ପିତ ଜ୍ଞାନର ବାକ୍ଯ କହୁନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ବାରା ଶିଖିଥିବା ବାକ୍ଯ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ର ଆତ୍ମାଙ୍କ ବାକ୍ଯ ବ୍ଯବହାର କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନ ଦ୍ଵାରା ଶିକ୍ଷିତ ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ଵାରା ବୁଝାଇ ଆତ୍ମାଙ୍କ ଦ୍ଵାରା ଶିକ୍ଷିତ ବାକ୍ୟରେ କହିଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆଧ୍ୟାତ୍ମିକମନା ଲୋକମାନଙ୍କ ନିକଟରେ ଆଧ୍ୟାତ୍ମିକ ସତ୍ୟ ପ୍ରକାଶ କଲାବେଳେ ଆମେ ଜାଗତିକ ଜ୍ଞାନରେ କଥା କହି ନ ଥାଉ; ପବିତ୍ରଆତ୍ମାଙ୍କ ଶିକ୍ଷାନୁଯାୟୀ ସେହି ସତ୍ୟସବୁ ବ୍ୟାଖ୍ୟା କରିଥାଉ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ୟର କଳ୍ପିତ ଜ୍ଞାନର ବାକ୍ୟ କହୁ ନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ୱାରା ଶିଖିଥିବା ବାକ୍ୟ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ରଆତ୍ମାଙ୍କ ବାକ୍ୟ ବ୍ୟବହାର କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಆತ್ಮೊ ಅಸಲ್ಲ್ಯಾಕ್ನಿ ಅಮಿ ಆತ್ಮಿಕ್ ಖರೆಪಾನ್ ಸೊಡ್ವುನ್ ಸಾಂಗಟಲ್ಲ್ಯಾ ಸರ್ಕೆ, ಜೆ ಕಾಯ್ ಅಮಿ ಬೊಲ್ತಾಂವ್, ತೆ ಮಾಸ್ಸಾಚ್ಯಾ ಶಾನ್‍ಪಾನಾನ್ ಶಿಕ್ವುಲ್ಲ್ಯಾ ಗೊಸ್ಟಿಯಾ ನ್ಹಯ್. ಪವಿತ್ರ್ ಆತ್ಮ್ಯಾನುಚ್ ಶಿಕ್ವುಲ್ಲ್ಯಾ ಗೊಸ್ಟಿಯಾ.